2 Students Drown: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ ନଦୀରେ ବୁଡ଼ି ଦୁଇ ଛାତ୍ର ମୃତ

1 week ago 11
ARTICLE AD BOX

ବ୍ରହ୍ମପୁର: ଗଞ୍ଜାମଜିଲ୍ଲା ହିଞ୍ଜିଳିକାଟୁର ଘୋଡ଼ାହାଡ଼ ନଦୀରେ ଘଟିଛି ଏହି ଦୁଃଖଦ ଘଟଣା। ମୃତକ ଦ୍ୱୟ ହେଉଛନ୍ତି ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ (୧୪) ଓ ଗାୟତ୍ରୀ ନଗରର ପ୍ରୀତମ ସାମେଲି (୧୪) l ଉଭୟ ଛାତ୍ର ତାଙ୍କର ସାଙ୍ଗମାନଙ୍କ ସହ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଘୋଡ଼ାହାଡ଼ ନଦୀକୁ ଯାଇଥିଲେ। 

Advertisment

ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ ଉଭୟ

ବିସର୍ଜନ ସମୟରେ ଅସାବଧାନତାବଶତଃ ଉଭୟ ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଓ ଦମକଳ ବାହିନୀ କର୍ମଚାରୀମାନେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ନଦୀରୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ ହେଁ, ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଡାକ୍ତର ହରିହରଙ୍କୁ ମୃତ ଘୋଷଣା କଲେ

Read Entire Article
LEFT SIDEBAR AD

Hidden in mobile, Best for skyscrapers.