ARTICLE AD BOX
3-Day Nationwide Bank Strike From Tomorrow, Public Banks Open Today | Argus News ଆସନ୍ତାକାଲି ସୋମବାର ଠାରୁ ବୁଧବାର ପର୍ଯ୍ୟନ୍ତ ତିନି ଦିନ ଧରି ବ୍ୟାଙ୍କ କର୍ମଚାରୀ ସଂଘର ଦେଶବ୍ୟାପୀ ଧର୍ମଘଟ ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ କେନ୍ଦ୍ର ସରକାର ଓ RBIଙ୍କ ନିର୍ଦ୍ଦେଶରେ ଆଜି ରବିବାର ସତ୍ତ୍ୱେ ସମସ୍ତ ସରକାରୀ ବ୍ୟାଙ୍କ ଖୋଲା ରହିଛି। ସପ୍ତାହକୁ ୫ ଦିନ କାର୍ଯ୍ୟ ଦିବସ ଘୋଷଣା ସମେତ ବିଭିନ୍ନ ଦାବିରେ କର୍ମଚାରୀମାନେ ଆଜି କଳା ବ୍ୟାଜ୍ ପିନ୍ଧି କାର୍ଯ୍ୟ କରିଥିବା ବେଳେ ଏହି ଧର୍ମଘଟ ଯୋଗୁଁ ଗ୍ରାହକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବା ଆଶଙ୍କା ପ୍ରକାଶ ପାଇଛି। ଦାବି ପୂରଣ ନହେଲେ ଆସନ୍ତା ୨୬ ଅକ୍ଟୋବରରୁ ଦେଶର ପ୍ରାୟ ସାଢ଼େ ୮ ଲକ୍ଷ କର୍ମଚାରୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି। #BankStrike #BankingNews #5DaysWorkWeek #BankHoliday #RBIDirective #BankProtest #PublicSectorBanks #IndianBanking #GroundReport #BankStrikeAlert #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

9 hours ago
1


