ARTICLE AD BOX
80th Independence Day: Minister Suryabanshi Suraj Hoists National Flag in Balangir | Argus News ବଲାଙ୍ଗୀର ମନୋହରପୁର ପଡ଼ିଆରେ ପାଳିତ ହୋଇଛି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ। ମୁଖ୍ୟ ଅତିଥି ଭାବେ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗଦେଇ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଥିଲେ। ବଲାଙ୍ଗୀରର ଲୋକକଳା ଓ ସଂସ୍କୃତି ସାରା ଓଡ଼ିଶାକୁ ଗର୍ବିତ କରିଛି ବୋଲି କହିଥିଲେ ମନ୍ତ୍ରୀ। ହରିଶଙ୍କର, ରାଣୀପୁର ଝରିଆଲ ଓ ଭୀମଡୁଙ୍ଗୁରି ଭଳି ପର୍ଯ୍ୟଟନସ୍ଥଳୀ ଜିଲ୍ଲାକୁ ସ୍ୱତନ୍ତ୍ର ପରିଚୟ ଦେଇଛି ବୋଲି ସେ କହିଥିଲେ | The district-level Independence Day was celebrated in Manoharpur area of Balangir. Culture Minister Suryavansi Suraj attended as the chief guest and remembered the freedom fighters. The Minister said that the folk art and culture of Balangir has made the whole of Odisha proud. He said that tourist destinations like Harishankar, Ranipur Jharial and Bhimdunguri have given a special identity to the district. #IndependenceDay2026 #BalangirNews #SuryabanshiSuraj #DistrictLevelParade #OdishaCulture #Harishankar #Bhimdunguri #Patriotism #80thIndependenceDay #OdishaCelebrates #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
2


