ARTICLE AD BOX
୨୦ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା କନ୍ତୋ ନିକଟରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି l ମୃତକ ସ୍ଥାନୀୟ ଭାଲୁକୁମା ଗ୍ରାମର ଜଗୁ ପ୍ରଧାନ (୫୮)l ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା l
A motorcyclist was killed after being hit by a car Photograph: (sambad.in)ଆନନ୍ଦପୁର: ୨୦ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା କନ୍ତୋ ନିକଟରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁହୋଇଛି l ମୃତକ ସ୍ଥାନୀୟ ଭାଲୁକୁମା ଗ୍ରାମର ଜଗୁ ପ୍ରଧାନ (୫୮)l ଆଜି ପୂର୍ବାହ୍ନ ସାଢେ ଦଶଟା ସମୟରେ ଜଗୁ ବାଇକରେ ଯାଉଥିବା ବେଳେ କେନ୍ଦୁଝର ଆଡକୁ ଯାଉଥିବା ଏକ କାର ତାଙ୍କୁ ଧକ୍କା ଦେଇଥିଲା l ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା l
ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା
ଦୁର୍ଘଟଣା ପରେ ଚାପା ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଘସିପୁରା ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
Cyclone: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରାଣୀ ଉଦ୍ୟାନ, ରାଜ୍ୟ ଉଦ୍ଭିଦ ଉଦ୍ୟାନ ପ୍ରସ୍ତୁତ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


