Attack: ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ: ୫ ମୃତ, ୧୬ ଆହତ

58 minutes ago 1
ARTICLE AD BOX

ୟେମେନର ଆଡେନ୍‌ସ୍ଥିତ ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣକୁ ନେଇ ଦେଶରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ସାଉଦି ଆରବ ସମର୍ଥିତ ୟେମେନର ଆନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତ ସରକାରକୁ ଦୁର୍ବଳ କରିବା ଉଦ୍ଦେଶ୍ୟରେ...

 Aden presidential palace attack Aden presidential palace attack

ଆଡେନ୍‌: ୟେମେନର ଆଡେନ୍‌ସ୍ଥିତ ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣକୁ ନେଇ ଦେଶରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ସାଉଦି ଆରବ ସମର୍ଥିତ ୟେମେନର ଆନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତ ସରକାରକୁ ଦୁର୍ବଳ କରିବା ଉଦ୍ଦେଶ୍ୟରେ ଏହି ଆକ୍ରମଣ କରାଯାଇଥିବା ରିପୋର୍ଟରେ କୁହାଯାଇଛି।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା

ଆକ୍ରମଣ ସମୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ରାଷ୍ଟ୍ରପତି ଭବନ ଭିତରେ ଉପସ୍ଥିତ ଥିଲେ। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଆହତ ହୋଇଛନ୍ତି। ୟେମେନ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Volodymyr Zelensky: ଆମେ ଆଉ ସହିବୁ ନାହିଁ: ରୁଷୀୟ ତୈଳ ବିଶୋଧନାଗାର ଉପରେ ଆକ୍ରମଣ ନେଇ ସଙ୍କେତ ଦେଲେ ଜେଲେନସ୍କି

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.