ARTICLE AD BOX
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ କରାଯାଇଛି। ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋବୋ ସୁବିଆନ୍ତୋ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ ଓ ଇଣ୍ଡୋନେସିଆ ମଧ୍ୟରେ ସମ୍ପର୍କକୁ ମଜବୁତ କରିବାରେ ତାଙ୍କ ନେତୃତ୍ୱ ଏବଂ ଅସାଧାରଣ ଅବଦାନର ସ୍ୱୀକୃତି ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ମାନ ପାଇଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
2


