ARTICLE AD BOX
Baitarani Flood Crisis: Water Flows 3 Feet Above Repaired Breaches | Villagers Panic-Stricken | Argus News ପୁଣି ଡରାଇଲାଣି ବୈତରଣୀ ବନ୍ୟା। ଘାଇ ମରାମତି ହୋଇଥିବା ସ୍ଥାନରେ ଏବେ ପ୍ରାୟ ୩ ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ପୁଣି ଗାଁ ଭିତରକୁ ବନ୍ୟାପାଣି ମାଡ଼ି ଆସିବା ଆଶଙ୍କା ଦେଖାଦେଇଛି। ଏପଟେ ବନ୍ୟା ବିପନ୍ନ ଲୋକେ ଏଯାଏଁ ଘରକୁ ଫେରି ନଥିବା ବେଳେ, ପୁଣି ଲଘୁଚାପ ଜନିତ ବର୍ଷା ଓ ବନ୍ୟା ସେମାନଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି। ଗତ ଜୁଲାଇ ୨୯ରେ ବୈତରଣୀ ନଦୀର ଶାଖା କାଣୀ ନଦୀରେ ତରପଦା ପଞ୍ଚାୟତ ଅଧୀନ ଡୋଭାବିଲ-ପାଟଣା ନିକଟରେ ଦୁଇଟି ଘାଇ ସୃଷ୍ଟି ହୋଇଥିଲା। ଘାଇ ଯୋଗୁଁ ବନ୍ୟାଜଳ ଗାଁ ଭିତରକୁ ପଶି ଅନେକ ଅଞ୍ଚଳକୁ ପ୍ରଭାବିତ କରିଥିଲା। ପରେ ଘାଇ ମରାମତି କରାଯାଇଥିଲେ ମଧ୍ୟ ଏବେ ପୁଣି ବୈତରଣୀରେ ତୃତୀୟ ବନ୍ୟା ଆସିବା ପରେ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଘାଇ ମରାମତି କରାଯାଇଥିବା ସ୍ଥାନର ଉଚ୍ଚତାଠାରୁ ପ୍ରାୟ ୩ ଫୁଟ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ମଧ୍ୟରେ ପୁଣି ଭୟ ସୃଷ୍ଟି ହୋଇଛି। ପୁଣି ବନ୍ୟାଜଳ ଗାଁ ଭିତରକୁ ପଶିଲେ ସ୍ଥିତି ଆହୁରି ଭୟାବହ ହେବା ଆଶଙ୍କା ରହିଛି। The Baitarani river is causing widespread alarm once again as a third wave of floods hits Odisha. Floodwaters are currently flowing approximately 3 feet above the recently repaired breaches near Dovabil-Patna under Tarapada Panchayat. With low-pressure rains worsening the situation, residents of the Kani river basin are living in constant fear of another inundation. Many flood victims, who had not yet returned to their homes, now face the grim reality of floodwater re-entering their villages. Watch this ground report from Argus News as we cover the rising water levels and the distress of the local population #BaitaraniFlood #OdishaFlood #FloodAlert #TarapadaPanchayat #NaturalDisaster #RiverInundation #OdishaWeather #BaitaraniRiver #FloodRelief #EmergencyUpdate #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

3 days ago
3


