ARTICLE AD BOX
Banki Flood: Massive Crop Loss in Harirajpur as Floodwater Submerges Acres of Farmland | Argus News ବାଙ୍କୀରେ ବନ୍ୟା ପରିସ୍ଥିତି ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ହରିରାଜପୁର ପଞ୍ଚାୟତରେ ହେକ୍ଟର ହେକ୍ଟର ଚାଷ ଜମିରେ ଏବେ ବି ବନ୍ୟା ପାଣି ଜମି ରହିଥିବା ବେଳେ ଧାନ ଓ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଋଣ କରି ଚାଷ କରିଥିବା ଚାଷୀ ଏବେ କିଭଳି ନିଜ ପରିବାର ପ୍ରତିପୋଷଣ କରିବେ, ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ବିଲ ଭିତରେ ଲହଡ଼ି ମାରୁଥିବା ପାଣି ଚାଷୀଙ୍କ ସବୁ ସ୍ୱପ୍ନକୁ ଧୋଇ ନେଇଛି। The recent floods have brought immense misery to the farmers of Harirajpur Panchayat in Banki. Hectares of agricultural land remain submerged under floodwater, leading to the total destruction of paddy and vegetable crops. Farmers, who invested heavily in this season's cultivation, are now staring at a dark future as the stagnant water refuses to recede from their fields. Watch this report from ground zero highlighting the extent of crop damage and the plight of the farming community in Banki. Stay tuned to Argus News for more updates on Odisha floods. #BankiFlood #HarirajpurNews #CropDamage #OdishaFlood2026 #FarmerDistress #AgricultureLoss #BankiNews #MahanadiFlood #FloodImpact #OdishaAgriculture #FarmerNews #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


