ARTICLE AD BOX
Bharat Masala 27th Foundation Day: Bharat Pratibha Samman in Cuttack | Argus News ଆସନ୍ତା ୧୪ ତାରିଖରେ କଟକ ସହିଦ ଭବନ ପରିସରରେ ଭାରତ ମସଲାର ୨୭ତମ ପ୍ରତିଷ୍ଠା ଦିବସ ତଥା ଭାରତ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଡ. ଅଚ୍ୟୁତ ସାମନ୍ତଙ୍କୁ 'ଭାରତ ଗୌରବ', ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ 'କଥା ଭାରତ' ଏବଂ କଣ୍ଠଶିଳ୍ପୀ ତୃପ୍ତି ଦାଶଙ୍କୁ 'ସଂସ୍କୃତି ଭାରତ' ସମେତ ବହୁ ବିଶିଷ୍ଟ ପ୍ରତିଭା ଓ ମହିଳା ଉଦ୍ୟୋଗୀଙ୍କୁ ପୁରସ୍କୃତ କରାଯିବ। ୧୯୯୯ରୁ ଆରମ୍ଭ ହୋଇଥିବା ଭାରତ ମସଲା ଆଜି ଗୁଣବତ୍ତା ସହ ଓଡ଼ିଶା ପ୍ରିମିଅର ଲିଗରେ 'କଟକ ପାନ୍ଥର୍ସ' ଟିମ୍ କିଣି କ୍ରୀଡ଼ା ଓ ନିଯୁକ୍ତି କ୍ଷେତ୍ରରେ ନୂଆ ପରିଚୟ ସୃଷ୍ଟି କରିଛି। #BharatMasala #BharatPratibhaSamman #SaheedBhawan #CuttackNews #AchyutaSamanta #DebiPrasannaPattanayak #TruptiDas #CuttackPanthers #OPL #OdishaEntrepreneurs #OdishaEvents #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

20 minutes ago
1


