ARTICLE AD BOX
Capital Hospital Doctor Arrested: Odisha Vigilance Trap Over ₹30,000 Bribe | Argus News ଭିଜିଲାନ୍ସ ଜାଲରେ କ୍ୟାପିଟାଲ ହସ୍ପିଟାଲ ଡାକ୍ତର । ୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ସର୍ଜନ । ଏନ୍ଜିଓ କର୍ମଚାରୀଙ୍କ ବିଲ୍ ପାସ୍ ପାଇଁ ମାଗିଥିଲେ ଲାଞ୍ଚ । ଡାକ୍ତର ସତ୍ୟଜିତ ବେହେରାଙ୍କୁ ଧରିଲା ଓଡ଼ିଶା ଭିଜିଲାନ୍ସ । ଟ୍ରାପ୍ ଟଙ୍କା ୩୦ ହଜାର ଜବତ ହେବା ସହ ଡାକ୍ତରଙ୍କ ସହ ସମ୍ପର୍କିତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି । ଆୟବହିର୍ଭୂତ ସମ୍ପତ୍ତି ଦିଗରୁ ଚାଲିଛି ଯାଞ୍ଚ । ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଛି । Capital Hospital doctor in the vigilance net. Assistant surgeon caught taking a bribe of Rs 30,000. He had asked for a bribe to pass the bill of an NGO employee. Odisha Vigilance caught Dr. Satyajit Behera. Trap money of Rs 30,000 was seized and simultaneous raids were conducted at 3 places related to the doctor. Investigation is underway from the disproportionate assets side. A case has been registered at the Bhubaneswar Vigilance Police Station. #VigilanceTrap #BhubaneswarNews #CapitalHospital #BribeCase #CorruptionFreeOdisha #DoctorArrested #OdishaVigilance #SatyajitBehera #VigilanceRaid #BhubaneswarCrime #OdishaGovernment #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

59 minutes ago
1


