Car Crashes Into Shop In Bhubaneswar Tankapani Road | Auto Overturns In Balianta | Argus News

1 hour ago 1
ARTICLE AD BOX


Car Crashes Into Shop In Bhubaneswar Tankapani Road | Auto Overturns In Balianta | Argus News ଭୁବନେଶ୍ବର ଟଙ୍କପାଣି ନିକଟରେ କାର ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ ଡିଭାଇଡ଼ରରେ ପିଟି ହେବା ସହ ଦୋକାନ ଭିତରକୁ ପଶିଗଲା କାର । ଦୁର୍ଘଟଣାଟି ଭୋର ସମୟରେ ହୋଇଥିବା ବେଳେ ଚାଳକ ସମେତ 4ଜଣ ଥିଲେ । ସମସ୍ତ ବ୍ୟକ୍ତି ଆହାତ ହୋଇଥିବା ବେଳେ ଅଳ୍ପକେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି । ତେବେ ପୁରୀ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ହୋଇଥିବା କିଛି ସ୍ଥାନୀୟ ଲୋକ କହିଛନ୍ତି । ସେହିପରି ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ବାଲିଅନ୍ତା ଥାନା ନିକଟରେ ଦୁର୍ଘଟଣା । ଏକ ଯାତ୍ରୀବାହୀ ଅଟୋ ଷଣ୍ଢକୁ ପିଟି ନିୟନ୍ତ୍ରଣ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା Bhubaneswar witnessed two separate road accidents early this morning. In the first incident at Tankapani Road, a speeding car lost control, hit a divider, and crashed into a roadside shop. Four passengers in the car sustained injuries but narrowly escaped a major tragedy. In the second incident near Balianta police station, an auto-rickshaw overturned after colliding with a bull, leaving a woman and her 8-year-old son injured. #Bhubaneswar #RoadAccident #TankapaniRoad #Balianta #OdishaNews #CarCrash #AutoAccident #EmergencyRescue #RoadSafety #BhubaneswarUpdate #OdishaTraffic #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.