Chandbali Farmers Demand Compensation For Flood Crop Loss | CM Grievance Update | Argus News

10 hours ago 1
ARTICLE AD BOX


Chandbali Farmers Demand Compensation For Flood Crop Loss | CM Grievance Update | Argus News ଚାନ୍ଦବାଲିରେ ବନ୍ୟା କ୍ଷତିପୂରଣ ଦାବି । ବ୍ଲକର ବନ୍ୟା ପ୍ଲାବିତ ପଞ୍ଚାୟତଗୁଡିକରେ ଚାଷୀଙ୍କ ଫସଲ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ଦାବି ଜୋରଦାର ହୋଇଛି । କୃଷକ ସଂଗଠନ ପକ୍ଷରୁ ଚାନ୍ଦବାଲି ତହସିଲଦାରଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ବନ୍ୟା ଯୋଗୁଁ ଦୀର୍ଘଦିନ ଧରି ଚାଷ ଜମିରେ ପାଣି ଜମି ରହିଥିବାରୁ ଧାନ ସମେତ ବିଭିନ୍ନ ଫସଲ ନଷ୍ଟ ହୋଇଛି । ଏଥିସହ ଚାଷୀଙ୍କ ଋଣ ଭାର ବଢିବା ନେଇ ମଧ୍ୟ ଚିନ୍ତା ପ୍ରକାଶ ପାଇଛି । ତୁରନ୍ତ କ୍ଷୟକ୍ଷତି ଆକଳନ କରି ପ୍ରଭାବିତ ଚାଷୀଙ୍କୁ ଉଚିତ କ୍ଷତିପୂରଣ, ଫସଲ ବୀମା ଓ ଆବଶ୍ୟକ ସରକାରୀ ସହାୟତା ପ୍ରଦାନ କରିବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଛି । Farmers in Chandbali have intensified their demand for flood compensation following extensive crop damage due to prolonged waterlogging in agricultural fields. A farmers' organization has submitted a memorandum to the Chief Minister through the Tehsildar, seeking immediate assessment of losses, crop insurance, and necessary government assistance. With paddy and other crops destroyed, farmers are deeply concerned about their growing debt burden. Stay tuned to Argus News for more updates on this developing story and the latest news from across Odisha. #Chandbali #FloodCompensation #FarmersDemand #CropLoss #OdishaFarmers #AgricultureNews #ChandbaliNews #FarmerProtest #OdishaFloods #ChiefMinisterOdisha #RuralOdisha #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.