chief minister mohan charan majhi: ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

56 minutes ago 1
ARTICLE AD BOX

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। pic.twitter.com/dXZuMort9G

— Mohan Charan Majhi (@MohanMOdisha) October 20, 2026

 ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

Applications rejected: ଜାତୀୟ ପରିବାର ମଙ୍ଗଳ ଯୋଜନା; ୨ବର୍ଷରେ ୧୧୪୧ ଆବେଦନ

Read Entire Article
LEFT SIDEBAR AD

Hidden in mobile, Best for skyscrapers.