ARTICLE AD BOX
ଚଳିତ ବର୍ଷ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷୟକ୍ଷତି ଦୃଷ୍ଟିରୁ ଦୁର୍ଗା ପୂଜା ଉତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
Chief Minister Mohan Charan Majhi has decided to celebrate the Durga Puja festival in a simple manner Photograph: (sambad.in)ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷୟକ୍ଷତି ଦୃଷ୍ଟିରୁ ଦୁର୍ଗା ପୂଜା ଉତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ବିଶେଷ କରି ଚାଷୀ ଭାଇ ଭଉଣୀଙ୍କ ବ୍ୟାପକ କ୍ଷୟକ୍ଷତି ଯୋଗୁ ମୁଖ୍ୟମନ୍ତ୍ରୀ ଦୁଃଖିତ ଅଛନ୍ତି । ଏଥିପାଇଁ ଦୁର୍ଗା ପୂଜା ସମୟରେ,ଦଶହରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂଜା ମଣ୍ଡପ ବୁଲି ଦର୍ଶନ କରିବେ ନାହିଁ।
ତେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
Patakhanda Yatra: ଆଜିଠୁ ୫ ଦିନ ଧରି ପାଟଖଣ୍ଡା ଯାତ୍ରା, ଚଳଚଞ୍ଚଳ ଜରାସିଂହା; ଶେଷ ହେଲା ସମସ୍ତ ପ୍ରସ୍ତୁତି
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


