ARTICLE AD BOX
ଭୁବନେଶ୍ୱର: ଆସନ୍ତା ସୋମବାର, ଅଗଷ୍ଟ ୧୦ରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ ।
Advertisment
CM Grivence: ଅଗଷ୍ଟ ପହିଲାରେ ହେବାକୁ ଥିବା ଜନଅଭିଯୋଗ ଶୁଣାଣି ବନ୍ଦ ରହିବ
ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଏହି ଶୁଣାଣି ବନ୍ଦରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

1 hour ago
1


