Cricket: ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷିତ; ସାମିଙ୍କୁ ପୁଣି ମିଳିଲାନି ସ୍ଥାନ

4 hours ago 3
ARTICLE AD BOX

ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତୀ ଦିନିକିଆ ଏବଂ ଟେଷ୍ଟ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ଘୋଷଣା ହୋଇଛି। ଟି-୨୦ ଅନ୍ତର୍ଜାତୀୟ ଶୃଙ୍ଖଳା ଶେଷ ହେଲା ପରେ ଭାରତ ଏବଂ ନ୍ୟୁଜିଲାଣ୍ଡ ୫ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଦିନିକିଆ ଶୃଙ୍ଖଳାର ପ୍ରଥମ ୩ଟି ମ୍ୟାଚରେ...

 ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷିତ; ସାମିଙ୍କୁ ପୁଣି ମିଳିଲାନି ସ୍ଥାନ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତୀ ଦିନିକିଆ ଏବଂ ଟେଷ୍ଟ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ଘୋଷଣା ହୋଇଛି। ଟି-୨୦ ଅନ୍ତର୍ଜାତୀୟ ଶୃଙ୍ଖଳା ଶେଷ ହେଲା ପରେ ଭାରତ ଏବଂ ନ୍ୟୁଜିଲାଣ୍ଡ ୫ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଦିନିକିଆ ଶୃଙ୍ଖଳାର ପ୍ରଥମ ୩ଟି ମ୍ୟାଚରେ ଶୁଭମନ ଗିଲ ଭାରତୀୟ ଟିମ୍‌ର ଅଧିନାୟକ ଭୂମିକା ତୁଲାଇବେ। ଶ୍ରେୟସ ଆୟର ଉପଅଧିନାୟକ ହେବେ। ଆସନ୍ତା ନଭେମ୍ବର ୪ରୁ ଦିନିକିଆ ଶୃଙ୍ଖଳା ଆରମ୍ଭ ହେବ। ‌ନଭେମ୍ବର ୧୯ରୁ ଟେଷ୍ଟ ଶୃଙ୍ଖଳା ଆରମ୍ଭ ହେବ। 

— BCCI (@BCCI) October 16, 2026

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.