ARTICLE AD BOX
ମୟୂରଭଞ୍ଜ ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ଚିପଟନଦୀ ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଶୌଚ ହେବାକୁ ଯାଇଥିବା ବେଳେ ନଦୀରେ ମୃତଦେହ ପଡ଼ିଥିବା ଦେଖିଥିଲେ ସ୍ଥାନୀୟ ଲୋକେ।
Dead Body found Photograph: (sambad.in)ବାରିପଦା: ମୟୂରଭଞ୍ଜଜିଲ୍ଲାବାରିପଦା ଟାଉନ୍ ଥାନା ଅନ୍ତର୍ଗତ ଚିପଟନଦୀ ପୋଲ ତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଶୌଚ ହେବାକୁ ଯାଇଥିବା ବେଳେ ନଦୀରେ ମୃତଦେହ ପଡ଼ିଥିବା ଦେଖିଥିଲେ ସ୍ଥାନୀୟ ଲୋକେ।
ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ
ଏନେଇ ସ୍ଥାନୀୟ ଲୋକେ ପୁଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହକୁ ଉଦ୍ଧାର କରିଥିଲା। ପରେ ମୃତଦେହକୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ତେବେ ଏଯାଏଁ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
3 Minor Girls: ଗାଧୋଉଥିବା ବେଳେ ଶଙ୍ଖନଦୀ ପାଣିରେ ବୁଡ଼ି ତିନି ନାବାଳିକା ମୃତ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

36 minutes ago
1


