ARTICLE AD BOX
ଭଦ୍ରକର ସାଳନ୍ଦୀ ନଦୀର ଦୈଶିଂ ନିକଟରେ ଆଜି ଜଣେ ଅଜଣା ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନଦୀରେ ଭାସୁଥିବା ବେଳେ ସ୍ଥାନୀୟ ଲୋକ ଦେଖିଥିଲେ। ପରେ ଲୋକମାନେ ଭଦ୍ରକ ଗ୍ରାମାଞ୍ଚଳ ପୁଲିସକୁ ଖବର ଦେଇଥିଲେ।
Photograph: (sambad.in)ଭଦ୍ରକ (ହରିହର ନାୟକ): ଭଦ୍ରକର ସାଳନ୍ଦୀ ନଦୀର ଦୈଶିଂ ନିକଟରେ ଆଜି ଜଣେ ଅଜଣା ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନଦୀରେ ଭାସୁଥିବା ବେଳେ ସ୍ଥାନୀୟ ଲୋକ ଦେଖିଥିଲେ। ପରେ ଲୋକମାନେ ଭଦ୍ରକ ଗ୍ରାମାଞ୍ଚଳ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଚିହ୍ନା ମୃତଦେହ ଉଦ୍ଧାର କରିଛି। ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


