ARTICLE AD BOX
ସୋନପୁର ସହରେ ଥିବା ଜିଲ୍ଲା ଭିନ୍ନକ୍ଷମ ସ୍କୁଲର ଜଣେ ଛାତ୍ର ପାଣିରେ ବୁଡ଼ି ମୃତ୍ୟୁ ହୋଇଥିବା ଜଣାଯାଇଛି। ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ମୃତ ଘୋଷଣା କରିଛନ୍ତି। ରବିବାର ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣାଯାଇଛି।
Photograph: (sambad.in)ସୋନପୁର: ସୋନପୁର ସହରେ ଥିବା ଜିଲ୍ଲା ଭିନ୍ନକ୍ଷମ ସ୍କୁଲର ଜଣେ ଛାତ୍ର ପାଣିରେ ବୁଡ଼ି ମୃତ୍ୟୁ ହୋଇଥିବା ଜଣାଯାଇଛି। ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ମୃତ ଘୋଷଣା କରିଛନ୍ତି। ରବିବାର ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣାଯାଇଛି। ଶବକୁ ଡାକ୍ତରଖାନାର ଶବାଗାରରେ ସଂରକ୍ଷିତ ରଖା ଯାଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
5


