Death: ବିସିଇଟିରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

8 hours ago 2
ARTICLE AD BOX

ବିସିଇଟିରେ ଦ୍ୱିତୀୟ ବର୍ଷର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର। ସୋର ଥାନା ଗୋପୀନାଥପୁର ଅଞ୍ଚଳର ଛାତ୍ରୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ କରୁଛି।

 (sambad.in) BCET Student Found Dead in Hostel Room Photograph: (sambad.in)

ସୋର: ବିସିଇଟିରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କାରଣ ଅସ୍ପଷ୍ଟ। ଛାତ୍ରୀ ଜଣଙ୍କ ଘର ସୋର ଥାନା ଗୋପୀନାଥପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି। ଛାତ୍ରୀ ଜଣଙ୍କ ବିସିଇଟିରେ ଦ୍ଵିତୀୟ ବର୍ଷର ଛାତ୍ରୀ ଅଟନ୍ତି। 

ପୁଲିସକୁ ଖବର ଦେଇଥିଲେ

ଆଜି ରାତିରେ ଶୋଇବା ଘର ଫ୍ୟାନରେ ଆପ୍ରୋନ ସାହାଯ୍ୟରେ ଝୁଲିପଡିଥିଲେ। ଅନ୍ୟମାନେ  ଏହା ଦେଖି ତୁରନ୍ତ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବା ସହ ପୁଲିସକୁ ଖବର ଦେଇଥିଲେ। ଛାତ୍ରୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଅଛି।

Traffic: ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ବିଯୁକ୍ତ ପଏଣ୍ଟ ମିଳିବ, ଭଲ ଆଚରଣ ପାଇଁ ରିୱାର୍ଡ

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.