ARTICLE AD BOX
Deep Depression Triggers Havoc In South Odisha: Landslide & Floods | Argus News ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଓ ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶାରେ ପ୍ରଳୟଙ୍କରୀ ସ୍ଥିତି ସୃଷ୍ଟି ହୋଇଛି, ଯେଉଁଥିରେ ଗଞ୍ଜାମ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ହଜାର ହଜାର ଏକର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇପଡ଼ିଛି। ମାଲକାନଗିରିର ମାଛଘାଟି ଓ ବାୟାପଡ଼ାରେ ଭୂସ୍ଖଳନ ଏବଂ କଲଭର୍ଟ ଭାଙ୍ଗିବା ଯୋଗୁଁ ୧୦୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବା ବେଳେ ଉଦ୍ଧାରକାରୀ ODRAF ଟିମ୍ ମଧ୍ୟ ରାସ୍ତାରେ ଫସି ରହିଛି। ଅନ୍ୟପଟେ ନବରଙ୍ଗପୁର କୋଷାଗୁମୁଡ଼ାରେ ସିଲା ନଦୀ ବନ୍ୟାରେ ଧାନ-ମକା ଚାଷ ଉଜୁଡ଼ି ଯାଇଥିବା ବେଳେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୋଟ୍ ଯୋଗେ ପ୍ରଭାବିତ ଅଞ୍ଚଳ ବୁଲି ରିଲିଫ୍ ବଣ୍ଟନ କରିଛନ୍ତି। #SouthOdishaFlood #DeepDepression #MalkangiriNews #LandslideInMalkangiri #GanjamRain #NabarangpurFlood #CropDamage #OdishaWeatherUpdates #GroundReport #NityanandaGond #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 hours ago
2


