ARTICLE AD BOX
Dharmendra Pradhan Pays Tribute To Shaheed Baji Rout In Bhuban; Joins Massive Tiranga Yatra Sambalpur MP Dharmendra Pradhan visited Bhuban in Dhenkanal district to pay his respects to India's youngest martyr, Shaheed Baji Rout. Participating in a grand Tiranga Yatra, the MP walked from Nilakanthapur to honor the brave soul. Addressing the gathering, he emphasized that the memorial of Baji Rout will continue to inspire the youth of the nation. ବୀର ଶହୀଦ ବାଜି ରାଉତଙ୍କୁ ସମ୍ମାନ ଜଣାଇଲେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ଢେଙ୍କାନାଳ ଜିଲ୍ଲା ଭୁବନରେ ଆୟୋଜିତ ଏକ ବିଶାଳ ତ୍ରିରଙ୍ଗା ଯାତ୍ରାରେ ସାମିଲ ହୋଇ ସେ ନୀଳକଣ୍ଠପୁରରୁ ପଦଯାତ୍ରା କରିବା ସହ ଯୁବପିଢିଙ୍କୁ ନିଶାମୁକ୍ତ ଓ ଆତ୍ମବିଶ୍ୱାସୀ ହେବାକୁ ଆହ୍ୱାନ ଦେଇଛନ୍ତି। ବାଜି ରାଉତଙ୍କ ତ୍ୟାଗ ଓ ବଳିଦାନ ଆଗାମୀ ପିଢି ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ସେ କହିଛନ୍ତି। #DharmendraPradhan #BajiRout #TirangaYatra #DhenkanalNews #Bhuban #Patriotism #YoungestMartyr #OdishaNews #FreedomFighter #HarGharTiranga #OdishaPride #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


