Earthquake: ପୁଣି ଥରିଲା ଜାପାନ: ୫.୮ତୀବ୍ରତାଯୁକ୍ତ ଭୂମିକମ୍ପ, ସୁନାମି ଆଶଙ୍କା ନାହିଁ

2 months ago 14
ARTICLE AD BOX

ଟୋକିଓ:ଜାପାନରେ ପ୍ରକୃତି ବିନାଶ ଜାରି ରଖିଛି। ଶନିବାର ଉତ୍ତର ଜାପାନର ଆଓମୋରି ପ୍ରଦେଶରେ ୫.୮ ତୀବ୍ରତାଯୁକ୍ତ ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଜାପାନ ପାଣିପାଗ ବିଭାଗ ଅନୁଯାୟୀ, ସ୍ଥାନୀୟ ସମୟ ପୂର୍ବାହ୍ନ ୧୧ଟା ୪୮‌ରେ ଆଓମୋରିର ପ୍ରଶାନ୍ତ ମହାସାଗରୀୟ ଉପକୂଳରୁ ପ୍ରାୟ ୮୦ କିଲୋମିଟର ଗଭୀରତାରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା।

ଭୂମିକମ୍ପ ପରେ କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ। ଭୂମିକମ୍ପର କେନ୍ଦ୍ରସ୍ଥଳ ୪୧.୩ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୧୪୨.୦ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ ଥିଲା। ୪ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନ ୪:୨୭ ମିନିଟରେ କୁମାମୋଟୋ ପ୍ରଦେଶରେ ଏକ ଶକ୍ତିଶାଳୀ ଏବଂ ବିନାଶକାରୀ ଭୂମିକମ୍ପ ହୋଇଥିଲା, ଯେଉଁଥିରେ ୩୫ ଜଣଙ୍କର ମୃତ୍ୟୁ ଘଟିଥିଲା।

SIR: ଏସଆଇଆର୍: ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶର ଡ୍ରାଫ୍ଟ ତାଲିକାରୁ ୧ କୋଟି ୧୨ ଲକ୍ଷ ନାମ କଟିଲା

Read Entire Article
LEFT SIDEBAR AD

Hidden in mobile, Best for skyscrapers.