ARTICLE AD BOX
ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ର ପ୍ରଥମ ମହଲାରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ କାର୍ଯ୍ୟାଳୟର ସର୍ଭର ରୁମ୍ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।
A massive fire broke out on the first floor of the Regional Transport Office in Paralakhemundi Photograph: (sambad.in)ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ର ପ୍ରଥମ ମହଲାରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ କାର୍ଯ୍ୟାଳୟର ସର୍ଭର ରୁମ୍ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ସୂଚନା ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲେ।
ଅଗ୍ନିକାଣ୍ଡରେ ହୋଇଥିବା ସମ୍ପୂର୍ଣ୍ଣ କ୍ଷୟକ୍ଷତି ତଦନ୍ତ ପରେ ସ୍ପଷ୍ଟ ହେବ
ପ୍ରାଥମିକ ଭାବେ ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଏବଂ ଅଗ୍ନିକାଣ୍ଡରେ ହୋଇଥିବା ସମ୍ପୂର୍ଣ୍ଣ କ୍ଷୟକ୍ଷତି ତଦନ୍ତ ପରେ ସ୍ପଷ୍ଟ ହେବ।
Death: ଡାକ୍ତରଙ୍କ ଭୁଲ୍ ଇଞ୍ଜେକସନ୍ ଲାଗି ଚାଲିଗଲା ରୋଗୀଙ୍କ ଜୀବନ, ଶବ ରଖି ପରିବାର ଲୋକଙ୍କ ଧାରଣା
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


