Flood in Odisha: ଦକ୍ଷିଣ ଓଡ଼ିଶାର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

1 day ago 1
ARTICLE AD BOX

ଭୁବନେଶ୍ବର: ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିବେ। 

ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହି ଅବସରରେ କୋରାପୁଟ ଜିଲ୍ଲାର କୋଟପାଡ଼ଠାରେ ବନ୍ୟା ସ୍ଥିତି ସମୀକ୍ଷା କରିବା ସହ ଜୟପୁରଠାରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ବତନ୍ତ୍ର ରିଲିଫ କମିସନର ରାଜେଶ ପ୍ରଭାକର ପାଟିଲ୍ ଯିବେ ବୋଲି ଜଣାପଡ଼ିଛି।

Flood in Odisha: ବୈତରଣୀ ନଦୀରେ ବନ୍ୟା; ଘାଇରେ ଘାଇଲା ୧୫ ପଞ୍ଚାୟତ

Read Entire Article
LEFT SIDEBAR AD

Hidden in mobile, Best for skyscrapers.