ARTICLE AD BOX
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଯାଜପୁର ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ଏଥି ସହ ପ୍ରଭାବିତ ଲୋକଙ୍କ ସୁରକ୍ଷା, ରିଲିଫ୍ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


