ARTICLE AD BOX
Heavy Flood In Mandakini River Chitrakoot | Ram Ghat Submerged | NDRF Deployed | Argus News ମଧ୍ୟପ୍ରଦେଶ ଚିତ୍ରକୂଟର ମନ୍ଦାକିନୀ ନଦୀରେ ବନ୍ୟା ସ୍ଥିତି । ଜଳସ୍ତର ହଠାତ୍ ବୃଦ୍ଧି ପାଇବା କାରଣରୁ ପ୍ରମୁଖ ରାମ ଘାଟ ଏବଂ ନିର୍ମୋହି ଆଖଡ଼ା ସମେତ ଅନେକ ତଳିଆ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଯାହା ପରେ ଚିତ୍ରକୂଟ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି । ନଦୀର ଜଳ ପ୍ରବାହ ଉପରେ ନଜର ରଖିବା ପାଇଁ ଡ୍ରୋନ୍ କ୍ୟାମେରା ବ୍ୟବହାର କରାଯାଉଛି। ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି । NDRF ଏବଂ SDRF ଟିମ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ସକ୍ରିୟ ଭାବରେ ନିୟୋଜିତ ଅଛନ୍ତି । A massive flood-like situation has emerged in Chitrakoot, Madhya Pradesh, as the water level of the Mandakini River rose abruptly. Major locations including Ram Ghat and Nirmohi Akhara have been inundated, affecting low-lying areas. The Chitrakoot district administration is on high alert, utilizing drone cameras to monitor the water flow. Teams from NDRF and SDRF are actively engaged in rescue operations on the ground. According to the District Collector, the situation is being closely monitored and is currently under control. Watch Argus News for the latest updates on this flood situation. #Chitrakoot #Flood2024 #MandakiniRiver #MadhyaPradesh #FloodAlert #RamGhat #NDRF #SDRF #NaturalCalamity #WeatherUpdate #DroneSurveillance #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

58 minutes ago
1


