ARTICLE AD BOX
Heavy Rain Alert: Govt Leaves Cancelled, Schools Shut Across 7 Odisha Dists | Argus News ସମ୍ଭାବ୍ୟ ପ୍ରବଳ ବର୍ଷା ଓ ବାତ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି ଜିଲ୍ଲାରେ ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ଅଧିକାରୀମାନଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଗଜପତି, ଖୋର୍ଦ୍ଧା, ଜଗତସିଂହପୁର ଓ ଗଞ୍ଜାମରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବା ସହ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି। #OdishaRain #HeavyRainfall #SchoolClosed #LeavesCancelled #WeatherAlert #OdishaWeather #CycloneAlert #DistrictAdministration #IMDAlert #RainUpdate #WeatherForecast #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

4 days ago
5


