ARTICLE AD BOX
Heavy Rain Alert In Odisha: Low Pressure Formation, Orange Alert For 6 Districts | Argus News The Meteorological Centre has warned of heavy to very heavy rainfall across Odisha over the next 5 days due to a cyclic circulation over the Bay of Bengal that is expected to intensify into a low-pressure system within 24 hours. An Orange Alert has been issued for 6 districts including Keonjhar, Mayurbhanj, Sambalpur, Sundargarh, Jharsuguda, and Bargarh, while 11 other districts are under a Yellow Warning until August 11. ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ରାଜ୍ୟରେ ୨ ଦିନ ଭୀଷଣ, ଅତି ପ୍ରବଳ ଓ ପ୍ରବଳ ବର୍ଷା ହେବା ସହ ୫ ଦିନ ଯାଏ ବର୍ଷା ଲାଗିରହିବ।। କେନ୍ଦୁଝର ମୟୁରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ଼ ଏହି ୬ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା କୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ,ବୌଦ୍ଧ ସୋନପୁର ବଲାଙ୍ଗୀର ଓ ନୂଆପଡା ଏହି ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୧ ତାରିଖ ଯାଏ ବର୍ଷା ସମ୍ଭାବନା ସହ ଚେତାବନୀ ମଧ୍ୟ ରହିଛି। #OdishaRain #OdishaWeather #WeatherUpdate #HeavyRainAlert #LowPressure #OdishaMonsoon #RainForecast #OdishaAlert #WeatherNews #RainfallUpdate #OdishaUpdates #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


