Heavy Rain Alert in Odisha: Orange Alert Issued for Mayurbhanj

4 days ago 3
ARTICLE AD BOX


Heavy Rain Alert in Odisha: Orange Alert Issued for Mayurbhanj ରାଜ୍ୟରେ ପ୍ରବଳ ବର୍ଷା । ମୌସୁମୀ ଟ୍ରପ୍ ଲାଇନ୍ ଏବଂ ଘୂର୍ଣ୍ଣିବଳୟର ସକ୍ରିୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ସମୁଦ୍ର ପତନରୁ ୦.୯ କିଲୋମିଟର ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ 'ଅରେଞ୍ଜ ଆଲର୍ଟ' ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ କେତେକ ଜିଲ୍ଲାରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ହଳଦିଆ ଚେତାବନୀ ଜାରି କରାଯାଇଛି ।... Odisha is experiencing heavy rainfall due to a cyclonic circulation over the Bay of Bengal. The IMD has issued an Orange Alert for Mayurbhanj and Yellow Warnings for several other districts including Balasore and Bhadrak. Rainfall with thunderstorms and gusty winds is expected to continue across the state until August 12th. #OdishaRain #WeatherUpdate #IMDAlert #Monsoon2026 #Mayurbhanj #HeavyRain #OdishaWeather #RainAlert #Thunderstorm #CyclonicCirculation #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.