ARTICLE AD BOX
Heavy Rain In Rourkela: Severe Waterlogging In Several Areas | Argus News ରାଉରକେଲା ସହରରେ ଲଗାଣ ବର୍ଷା ହେତୁ ବ୍ୟାପକ ସ୍ଥାନରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି, ଯାହା ଫଳରେ ରାସ୍ତାଘାଟ ସହ ଲୋକଙ୍କ ଘରେ ବର୍ଷା ପାଣି ପଶିଯାଇଛି । ସହରର ଲାଲାରୋଡ଼, ମାଲଗୋଦାମ, ଦଣ୍ଡିଆପାଲି, ଗୁରୁଦ୍ୱାରା ରୋଡ଼, ମାଛ ମାର୍କେଟ୍ ଏବଂ ଗୋଇଲା ଗେଟ୍ ଅଞ୍ଚଳ ସମ୍ପୂର୍ଣ୍ଣ ଜଳବନ୍ଦୀ ହୋଇପଡ଼ିଥିବାରୁ ଲୋକେ ଯାତାୟାତ କରିବାକୁ ଭୟ କରୁଛନ୍ତି । Relentless heavy rainfall has triggered severe waterlogging in several parts of Rourkela, submerging main roads and causing floodwater to gush into residential homes. Key locations, including Lala Road, Malgodam, Dandiapali, Gurudwara Road, Machhi Market, and Goila Gate, are heavily inundated, leaving residents stranded indoors. #RourkelaRain #RourkelaWaterlogging #OdishaRain #HeavyRainfall #RourkelaNews #Waterlogged #MonsoonUpdates #SundargarhNews #OdishaWeather #RainRage #UrbanFlooding #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

11 hours ago
1


