ARTICLE AD BOX
/sambad/media/media_files/2026/07/24/24bbs_22_24072026_112-2026-07-24-17-06-44.jpg)
ସିମ୍ଲା: ହିମାଚଳ ପ୍ରଦେଶର ଲାହୌଲ-ସ୍ପିତି ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଛି,ଏକ ପାହାଡ଼ ଧସିବା ଫଳରେ ଏକ ଟ୍ୟାକ୍ସି ଭଗ୍ନାବଶେଷ ତଳେ ଚାପି ହୋଇ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ଜୀବିତଙ୍କ ସନ୍ଧାନ ପାଇଁ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 weeks ago
10


