ARTICLE AD BOX
ମେଷ: କୌଣସି ଶୁଭ ଖବର ପାଇବେ। ଜମି ସମ୍ବନ୍ଧୀୟ ଅଟକିଥିବା ମାମଲା ପୂରା ହୋଇଯିବ। ଅନ୍ୟମାନଙ୍କ କଥାକୁ ବିଶ୍ବାସ ନକରି ନିଜର ନିର୍ଣ୍ଣୟକୁ ସର୍ବୋପରି ରଖନ୍ତୁ। ସଫଳତା ପାଇଁ ଅଧିକ ପରିଶ୍ରମ କରନ୍ତୁ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ଆପଣଙ୍କୁ କୌଣସି ଉପଲବ୍ଧି ମିଳିବା ଯୋଗ ରହିଛି। ପ୍ରତ୍ୟେକ କାମର ଯୋଜନା ପ୍ରସ୍ତୁତ କରି ସଂପୂର୍ଣ୍ଣ କରନ୍ତୁ। ଛାତ୍ରଛାତ୍ରୀ କ୍ୟାରିୟରକୁ ନେଇ ପରିଶ୍ରମର ଅନୁକୂଳ ପରିଣାମ ପାଇବେ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: କାର୍ଯ୍ୟକ୍ଷେତ୍ରରେ ଭଲ ଢଙ୍ଗରେ କାମ କରିବାକୁ ଚେଷ୍ଟା କରିବେ। ଦୀର୍ଘ ଦିନରୁ ଅଟକିଥିବା ସରକାରୀ କାମ ପୂରା ହୋଇଯିବ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟ ଉପରେ କାମ କରିବାର ମଉକା ମିଳିବ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: କୌଣସି ବଡ଼ କାମ କରିବା ପୂର୍ବରୁ ଉଭୟ ସକାରାତ୍ମକ ଓ ନକାରାତ୍ମକ ପାର୍ଶ୍ବ ଉପରେ ବିଚାର କରନ୍ତୁ। ଛାତ୍ରଛାତ୍ରୀ ନିଜର ପାଠପଢ଼ା ଓ କ୍ୟାରିୟର ସମ୍ବନ୍ଧୀୟ ଗତିବିଧିକୁ ନେଇ ଗମ୍ଭୀର ରହିବେ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। ଶୀଘ୍ର କୌଣସି ନୂଆ ଦାୟିତ୍ବ ମିଳିବ। ଛାତ୍ରଛାତ୍ରୀଙ୍କୁ ଶିକ୍ଷକଙ୍କର ସହଯୋଗ ମିଳିବ। ଆପଣଙ୍କର ମହତ୍ବାକାଂକ୍ଷା ବୃଦ୍ଧି ହୋଇପାରେ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ପରିବାରରେ ଖୁସିର ବାତାବରଣ ରହିବ। ଆପଣଙ୍କ ପାଇଁ କୌଣସି ଫଇସଲା କରିବା କଠିନ ହେବ। ଆପଣଙ୍କ ମନ ଆଧ୍ୟାତ୍ମିକ ଆଡ଼କୁ ରହିବ। ଭୁଲ୍ ବାଟରେ ନେଇଯିବା ଲୋକଙ୍କ ପ୍ରତି ସାବଧାନ ରହନ୍ତୁ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ଆହୁରି ପଢ଼ନ୍ତୁ- 🔴Cyclone Akvan: ଗୋପାଳପୁର ନିଟକରେ ମାଡ଼ ହୋଇପାରେ ବାତ୍ୟା, ଆସୁଛି ବାତ୍ୟା; ଏମିତି ରହିଛି ଓଡ଼ିଶାର ପ୍ରସ୍ତୁତି
ତୁଳା: ସାଥୀରେ କାମ କରୁଥିବା ଲୋକଙ୍କର ସାହାଯ୍ୟ ପାଇବେ। ବ୍ୟକ୍ତିତ୍ବ ବିକଶିତ ପାଇଁ ଭଲ ଦିନଟିଏ। ପରିବାରରେ ନୂଆ ଦାୟିତ୍ବ ତୁଲାଇବେ। ଅଫିସରେ ବହୁ ଦିନରୁ ବାକି ଥିବା କାମ ପୂରା କରିପାରିବେ।।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ପିଲା ଆପଣଙ୍କୁ କୌଣସି ଶୁଭ ଖବର ଦେବେ। ଘର ପାଇଁ କୌଣସି ନୂଆ ଜିନିଷ କିଣିବେ। ଭବିଷ୍ୟତ ଉଜ୍ଜ୍ବଳ ପାଇଁ ନୂଆ ପଦକ୍ଷେପ ନେବେ। କୌଣସି ସୃଜନାତ୍ମକ କାର୍ଯ୍ୟରେ ଆପଣଙ୍କର ସୁନାମ ହେବ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ସାମାଜିକ ଗତିବିଧିରେ ଆପଣଙ୍କର ପ୍ରତିଭା ଖୋଲିକରି ସାମନାକୁ ଆସିବ। ଚାକିରିଜୀବୀ ଅଧିକ କାର୍ଯ୍ୟଭାର ବହନ କରିବା ଯୋଗୁଁ ଅଫିସରେ ଅଧିକ ସମୟ ରହିବାକୁ ପଡ଼ିବ। ଘରକୁ କୁଣିଆ ଆସିବେ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଅଫିସ କାମରେ ଅନ୍ୟର ମତ ନିଅନ୍ତୁ ନାହିଁ। ଆପଣ ନିଜର ବାଣୀ ଉପରେ ସଂଯମ ରଖିବା ଦରକାର। ପିଲାଙ୍କ ସଂପର୍କରେ ଆପଣଙ୍କୁ ଗର୍ବ ଅନୁଭବ ହେବ। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ଅଚାନକ କିଛି ଖର୍ଚ୍ଚ ଆପଣଙ୍କ ସମ୍ମୁଖକୁ ଆସିବ। ଅର୍ଥ ମାମଲାକୁ ନେଇ ଅନୁଭବୀ ବ୍ୟକ୍ତିଙ୍କ ମାର୍ଗଦର୍ଶନ ନିଅନ୍ତୁ। ଜୀବନସାଥୀ ସହିତ କୌଣସି ହୋଟେଲକୁ ମଧ୍ୟାହ୍ନ ଭୋଜନ ପାଇଁ ଯାଇପାରନ୍ତି।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ସକାରାତ୍ମକ ବିଚାରଧାରା ଲୋକଙ୍କ ସହ ରହିବାର ଅବସର ପାଇବେ। ମୂଲ୍ୟବାନ ବସ୍ତୁକୁ ସମ୍ଭାଳି କରି ରଖନ୍ତୁ। ଅଧିକତର ବ୍ୟବସାୟିକ କାମ ନିର୍ଦ୍ଧାରିତ ସମୟରେ ସମାପ୍ତ ହୋଇଯିବ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

2 hours ago
1


