ARTICLE AD BOX
ମେଷ: ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। ଆୟ ବୃଦ୍ଧି ଲାଗି କାହାରି ସାହାଯ୍ୟ ପାଇବେ। କୌଣସି ଯୋଜନା ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀ କୌଣସି କାମ ପାଇଁ ପ୍ରଶଂସା କରିବେ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ନିଜର ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ମନ ବନାଇବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଜୀବନରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ପାଇବେ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ଜୀବନସାଥୀର ମତ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ। ଚାକିରିଜୀବୀଙ୍କୁ ଭଲ ଖବର ମିଳିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: କ୍ୟାରିୟରରେ ଆପଣଙ୍କୁ ସଫଳତା ମିଳିବ। ପରିବାରରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଆପଣଙ୍କଠାରୁ ସହକର୍ମୀ ଫୋନରେ ମତ ନେବେ। ନୂଆ ଦୁଇଚକିଆ ଯାନ କିଣିବା ଲାଗି ଦିନଟି ଶୁଭ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ଆର୍ଥିକ ଲାଭର ଅବସର ପାଇବେ। କୌଣସି ବନ୍ଧୁ ଆପଣଙ୍କୁ ସହଯୋଗ କରିବା ପାଇଁ କହିବେ। କୌଣସି କାମରେ ଭଲ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ବହୁତ ରୋଚକ ଓ ସୁଖମୟ ରହିବ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ଛୋଟ ଛୋଟ କଥାରେ ରାଗିଲେ କିଛି ଲୋକ ବିରୋଧ କରିବେ। ନିବେଶ ମାମଲାରେ କୌଣସି ନୂଆ ପରାମର୍ଶ ପାଇବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ବିବାହ ପାଇଁ ଘର ଲୋକଙ୍କୁ କହିବେ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ଆହୁରି ପଢ଼ନ୍ତୁ- 🔴Student union election: ଆସିଲା ଛାତ୍ର ସଂସଦ ନିର୍ବାଚନ ଫଳ: କେଉଁଠି କିଏ ମାରିଲା ବାଜି? ଜାଣନ୍ତୁ ଲାଇଭ୍ ଅପ୍ଡେଟ୍…
ତୁଳା: ଦାମ୍ପତ୍ୟ ଜୀବନରେ ମଜଭୁତ ଆସିବ। ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କ ମନ ଲାଗିବ। ଘରୋଇ କାମ ସମାପ୍ତ କରିବାରେ ସଫଳ ରହିବେ। ଜମି ବେପାରୀଙ୍କୁ ଲାଭ ହେବ। ପ୍ରେମୀଯୁଗଳଙ୍କ ସମ୍ବନ୍ଧରେ ନୂତନତ୍ବ ଆସିବ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ସମ୍ବନ୍ଧରେରେ ମିଷ୍ଟତା ଆସିବ। ନୂଆ କାମ କରିବାକୁ ଚାହୁଁଥିଲେ କିଛି ଦିନ ଅପେକ୍ଷା କରି ଯାଆନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ଲୋକ ସାମାଜିକ ସ୍ତରରେ ଭଲ କାମ ପାଇଁ ସମ୍ମାନ ପାଇବେ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଆପଣ କୌଣସି ଭଲ କାମ କରିବେ। କୋର୍ଟକଚେରି ମାମଲାରେ ବନ୍ଧୁର ମତ ନେବେ। ଆପଣଙ୍କ କଥାରେ ପରିବାର ଲୋକ ସହମତ ହେବେ। ବେପାରରେ ଉନ୍ନତିର ଯୋଗ ଅଛି।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ମାମୁଁ ଘରୁ କୌଣସି ଭଲ ଖବର ପାଇବେ। କଥା କହିବା ବେଳେ ନିଜର ଭାଷା ଉପରେ ଧ୍ୟାନ ଦନିଅନ୍ତୁ। ପ୍ରେମୀଯୁଗଳଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ଧର୍ମଗ୍ରନ୍ଥ ପଢ଼ିବାରେ ସମୟ ବିତାଇବେ। ପରିବାର ଲୋକଙ୍କର ସହଯୋଗ ପାଇବେ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ। ନୂଆ କାମ ପ୍ରାରମ୍ଭ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

3 hours ago
1


