ARTICLE AD BOX
ମେଷ: ଆପଣଙ୍କୁ ବନ୍ଧୁ ମାଧ୍ୟମରେ ଭଲ ଚାକିରି ମିଳିବ। ତେଜରାତି ଦୋକାନୀଙ୍କର ଭଲ ଲାଭ ହେବ। ଆପଣ ଅନ୍ୟମାନଙ୍କୁ ଯଥାସମ୍ଭବ ସାହାଯ୍ୟ କରିବେ। ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ ବଢ଼ିବ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ଅଫିସ କାମରେ ଉପରିସ୍ଥ କର୍ମଚାରୀ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନିତ କରାଯିବ। ଶିକ୍ଷକ କୌଣସି ବିଷୟରେ ବିଦ୍ୟାର୍ଥୀଙ୍କୁ ବୁଝାଇବାରେ ସଫଳ ରହିବେ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ଇଂଜିନିୟର୍ସଙ୍କ ଲାଗି ଦିନଟି ଭଲ। କାମ ପ୍ରତି ଏକାଗ୍ରତା ଓ ନିଷ୍ଠା ବଢ଼ିବ। ପ୍ରିୟଜନଙ୍କ ସହ ଜିନିଷ କିଣିବାକୁ ଯିବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: ଅଫିସରେ ଆପଣଙ୍କ କାମର ଲୋକେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ପ୍ରିୟଜନଙ୍କ ସହିତ ବାହାରକୁ ବୁଲିଯିବେ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ପରିବାର ସହିତ ବାହାରକୁ ବୁଲି ଯାଇପାରନ୍ତି। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଆପଣଙ୍କର ସକାରାତ୍ମକ ମାନସିକତା ଆପଣଙ୍କୁ କାର୍ଯ୍ୟକ୍ଷେତ୍ରରେ ସଫଳତା ଆଣିଦେବ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ଆପଣଙ୍କ ଦାମ୍ପତ୍ୟ ଜୀବନରେ ଉତ୍ସାହର ବାତାବରଣ ରହିବ। ପନିପରିବା ଓ ଫଳ କାରବାରରେ ଆୟ ବଢ଼ିବ। ପ୍ରେମୀଯୁଗଳ ଜଣେ ଅନ୍ୟଜଣଙ୍କର ଭାବନାକୁ ସମ୍ମାନ କରିବେ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ଆହୁରି ପଢ଼ନ୍ତୁ- Alcohol in Moisturizers: ଆପଣଙ୍କ ସ୍କିନ୍ କେୟାର ପ୍ରଡକ୍ଟରେ ଆଲ୍କୋହଲ୍ କାହିଁକି ଥାଏ? ଜାଣନ୍ତୁ ଏହାର ରୋଚକ ବୈଜ୍ଞାନିକ କାରଣ...
ତୁଳା: ଆପଣଙ୍କ ଲାଗି କୌଣସି ଭଲ ଜାଗାରେ ଚାକିରିର ପ୍ରସ୍ତାବ ଆସିପାରେ। ନୂଆ ବ୍ୟବସାୟ କରିବା ଲାଗି ଉତ୍ସୁକ ହୋଇପାରନ୍ତି। ଆପଣଙ୍କର ପଦପ୍ରତିଷ୍ଠା ବୃଦ୍ଧି ହେବ। ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ଶରୀର ସୁସ୍ଥ ଓ ସତେଜ ରହିବ। କଳାକ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଜୀବନସାଥୀ ଆପଣଙ୍କୁ ଖୁସି ହେବାର ମାଧ୍ୟମ ଦେବେ। ବସ୍ତ୍ର ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ପ୍ରସାଧନ ବ୍ୟବସାୟୀଙ୍କର ବିକ୍ରୀ ବଢ଼ିବ। ଅଯଥା ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଦରକାର। ବଡ଼ଙ୍କର ପରାମର୍ଶ କାର୍ଯ୍ୟକ୍ଷେତ୍ରରେ ମାର୍ଗଦର୍ଶକ କରିବ। ଶତ୍ରୁଙ୍କୁ ପରାସ୍ତ କରିବେ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଆପଣଙ୍କ କାମରେ ମନ ଲାଗିବ। ଦାମ୍ପତ୍ୟ ଜୀବନରେ କୌଣସି ଖୁସି ଖବର ପାଇବେ। କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ପ୍ରେମୀଯୁଗଳ ନିଜ ସମ୍ବନ୍ଧର କଥା ଘର ଲୋକଙ୍କୁ କହିବେ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ଘରର ଦାୟିତ୍ବକୁ ଭଲଭାବେ ବୁଝି ପାରିବେ। ପରିବାର ସହିତ କୌଣସି ଧର୍ମାନୁଷ୍ଠାନକୁ ଯିବେ। ଧନଲାଭ ଯୋଗ ଅଛି। ଅଫିସରେ ଆପଣଙ୍କ କାର୍ଯ୍ୟର ଧ୍ୟାନ ଦିଅନ୍ତୁ। କାର୍ଯ୍ୟର ବୋଝ ବଢ଼ିପାରେ।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ଅଫିସ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିପାରିବେ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ। ପରିଜନଙ୍କ ଠାରୁ କୌଣସି କାମରେ ସାହାଯ୍ୟ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

1 hour ago
2


