Horrific Incident : Girl Harassed, Male Friend Beaten By Miscreants At Midnight | Argus News

3 hours ago 1
ARTICLE AD BOX


Horrific Incident : Girl Harassed, Male Friend Beaten By Miscreants At Midnight | Argus News ସୀମା ଟପିଲା ବର୍ବରତା! କଟକ ନିଶ୍ଚିନ୍ତକୋଇଲି ଥାନା ଶୁକରପଡ଼ା ଅଞ୍ଚଳରେ ବିଳମ୍ବିତ ରାତିରେ ଯୁବତୀଙ୍କୁ ଅସଦାଚରଣ ସହ ତାଙ୍କ ପୁରୁଷ ବନ୍ଧୁଙ୍କୁ ନିସ୍ତୁକ ମାଡ଼ ହୋଇଛି। କାରରେ ଯାଉଥିବା ବେଳେ ୬ ଜଣ ଦୁର୍ବୃତ୍ତ ଗାଡ଼ି ଅଟକାଇ କାଚ ଭାଙ୍ଗିବା ସହ ଏଭଳି କାଣ୍ଡ ଭିଆଇଛନ୍ତି। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନଙ୍କୁ ଧରିବା ପାଇଁ ତଦନ୍ତ ଜାରି ରଖିଛି। କଟକ ଗ୍ରାମାଞ୍ଚଳ ଏସପିଙ୍କ ନିର୍ଦ୍ଦେଶରେ ଜଣେ ଡିଏସପି ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରୁଛନ୍ତି। #CuttackNews #CrimeAlert #Nischintakoili #WomanSafety #OdishaPolice #AssaultCase #CuttackRuralPolice #BreakingNews #OdishaCrime #Justice #PoliceAction #RoadSafety #NightCrime #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.