ARTICLE AD BOX
ଥାନା କ୍ୱାର୍ଟର୍ସରୁ ମିଳିଲା ମହିଳା ଆଇଆଇସିଙ୍କ ମୃତଦେହ | କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି |
/sambad/media/media_files/2026/07/04/sssssssa-2026-07-04-11-34-04.png)
କଟକ: ଥାନା କ୍ୱାର୍ଟର୍ସରୁ ମିଳିଲା ମହିଳା ଆଇଆଇସିଙ୍କ ମୃତଦେହ | କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି | ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଆଇଆଇସି ବ୍ୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି | ମୃତଦେହ ବ୍ୟବଚ୍ଛଦ ପାଇଁ ପଠାଇ ପୁଲିସ ତଦନ୍ତ ଆରମ୍ଭ କରିଥିବାବେଳେ ବରିଷ୍ଠ ପୁଲିସ ଅଧିକାରୀମାନେ ଏବେ ଘଟଣାସ୍ଥଳରେ ପହଂଚି ଛାନଭିନ ଚଳାଇଛନ୍ତି |
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
1


