Independence Day Tragedy: Teacher De@d, 2 Students Injured In Simulia After 11KV Shock | Argus News

1 hour ago 2
ARTICLE AD BOX


Independence Day Tragedy: Teacher De@d, 2 Students Injured In Simulia After 11KV Shock | Argus News ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅଧିନ ମଇତାପୁର ରୟାଲ ସ୍କୁଲରେ ଅଘଟଣ। ସ୍ୱାଧୀନତା ଦିବସ ପାଇଁ ପତାକା ବାନ୍ଧୁଥିବା ସମୟରେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶିକ୍ଷକ ପ୍ରିୟବ୍ରତ ବେହେରାଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଛାତ୍ର ମଧ୍ୟ ଆହତ ହୋଇ ସିମୁଳିଆ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ପତାକା ଉତ୍ତୋଳନ ପୂର୍ବରୁ ଏହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। #Balasore #Simulia #Tragedy #Electrocution #IndependenceDayTragedy #OdishaNews #BreakingNews #RoyalSchool #Maitapur #TeacherDeath #AccidentNews #ArgusNews #OdiaNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.