ARTICLE AD BOX
ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ଶୃଙ୍ଖଳା ଆରମ୍ଭ ହେବା ପୂର୍ବରୁ ଭାରତୀୟ ଟିମ୍କୁ ବଡ଼ ଝଟକା ଲାଗିଛି। ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ ଭାରତୀୟ ଟିମ୍ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭାରତୀୟ ଖେଳାଳିମାନଙ୍କର ୩୫ ପ୍ରତିଶତ ଫି’ କାଟିଛି।
/sambad/media/media_files/2026/11/18/new-project-6-2026-11-18-20-17-44.jpg)
ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ଶୃଙ୍ଖଳା ଆରମ୍ଭ ହେବା ପୂର୍ବରୁ ଭାରତୀୟ ଟିମ୍କୁ ବଡ଼ ଝଟକା ଲାଗିଛି। ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଭାରତୀୟ ଟିମ୍ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭାରତୀୟ ଖେଳାଳିମାନଙ୍କର ୩୫ ପ୍ରତିଶତ ଫି’ କାଟିଛି। ଏହି କାର୍ଯ୍ୟାନୁଷ୍ଠାନ ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଦିନିକିଆରେ ମନ୍ଥର ଗତି ପାଇଁ ନିଆଯାଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

34 minutes ago
1


