ARTICLE AD BOX
Jajpur Flood Crisis: 20 Panchayats In Dashrathpur Submerged As Kani River Breaches Bank | Argus News ବୈତରଣୀ ନଦୀ ଏବଂ ଏହାର ଶାଖା ନଦୀ କାଣୀ ରେ ବନ୍ୟା ଜଳ ଆସିବା ଯୋଗୁଁ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ଅଧିକ ପ୍ରଭାବିତ ହୋଇଛି । ବୈତରଣୀ ନଦୀର ଶାଖା ନଦୀ କାଣୀ ରେ ଘାଇ ହେବା ଫଳରେ ଦଶରଥପୁର ବ୍ଲକର ୨୦ପଞ୍ଚାୟତ ଏବେ ବନ୍ୟା ଜଳ ଘେରରେ। ଗାଁରେ ବନ୍ୟା ଜଳ ପ୍ରବେଶ କରିବାରୁ ଲୋକମାନେ ନଦୀ ବନ୍ଧ ରାସ୍ତା ଉପରେ ଆଶ୍ରୟ ନେଇଛନ୍ତି। The Dasharathpur block of Jajpur district has been badly affected due to the inflow of flood water into the Baitarani River and its tributary river Kani. Due to the inflow of flood water into the Baitarani River, 20 panchayats of the Dasharathpur block are now surrounded by flood water. People have taken shelter on the river embankment roads as flood water has entered their villages. #JajpurFloods #BaitaraniRiver #KaniRiverBreach #DashrathpurFlood #OdishaFloods #FloodAlert #RescueOperation #JajpurNews #FloodVictims #OdishaWeather #ArgusNewsOdia #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 hours ago
1


