ARTICLE AD BOX
Jajpur Flood Crisis: Villagers Homeless for a Month as River Breach Remains Unfixed | Argus News ବୈତରଣୀ ଓ ଶାଖା କାଣୀ ନଦୀରେ ବାରମ୍ବାର ବନ୍ୟା ଆସିବା ଫଳରେ ହନ୍ତସନ୍ତ ହେଉଛନ୍ତି ଯାଜପୁର ଜିଲ୍ଲା ଦଶରଥପୁର ବାସିନ୍ଦା । ଗତ ଜୁଲାଇ ୨୯ତାରିଖରେ ତରପଦା ପଂଚାୟତ ଡୋଭାବିଲ ପାଟଣାରେ କାଣୀନଦୀ ବନ୍ଧରେ ଘାଇ ସୃଷ୍ଟି ହୋଇ ଦଶରଥପୁର ବାସୀଙ୍କ ମେରୁଦଣ୍ଡ ଦୋହଲାଇ ଦେଇଛି । ବନ୍ୟାପାଣି କମୁ ନଥିବାରୁ ଘାଇ ମରାମତି କାର୍ଯ୍ୟ ସରିପାରୁ ନାହିଁ । ଫଳରେ ଏହି ବାଟ ଦେଇ ବନ୍ୟାଜଳ ଗାଁରେ ପଶି ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି। ଦୀର୍ଘ ଏକ ମାସରୁ ଅଧିକ ସମୟ ହେବ ନଦୀ ବନ୍ଧ ଉପରେ ଆଶ୍ରୟ ନେଉଛନ୍ତି ବନ୍ୟା ବିପନ୍ନ । The residents of Dashrathpur in Jajpur district are facing a dire situation as recurring floods in the Baitarani and Kani rivers have devastated the region. Since July 29, a major breach in the Kani river embankment at Dovabil Patana has left many villages submerged, breaking the backbone of the local economy. With floodwaters refusing to recede, repair work on the breach has come to a standstill, causing water to continuously flow into residential areas. For over a month, displaced families have been forced to live under polythene sheets on the embankments, waiting for the water to subside and help to arrive #JajpurFlood #BaitaraniFlood #OdishaFloodUpdate #Dashrathpur #FloodVictims #RiverBreach #OdishaNews #BreakingNews #HumanStruggle #ReliefWork #GroundReport #JajpurNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


