Jajpur Schools Closed Tomorrow Due To Flood Situation | Baitarani & Brahmani River Updates

1 hour ago 2
ARTICLE AD BOX


Jajpur Schools Closed Tomorrow Due To Flood Situation | Baitarani & Brahmani River Updates | Argus News ଲଘୁଚାପଜନିତ ଲଗାଣ ବର୍ଷା ଏବଂ ବୈତରଣୀ-ବ୍ରାହ୍ମଣୀ ନଦୀର ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲାରେ ଆସନ୍ତାକାଲି (୧୮ ଅଗଷ୍ଟ, ମଙ୍ଗଳବାର) ପୁଣି ସମସ୍ତ ସ୍କୁଲ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ସରକାରୀ, ବେସରକାରୀ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ବା DEOଙ୍କ ପକ୍ଷରୁ ବିଧିବଦ୍ଧ ଆଦେଶନାମା ଜାରି ହୋଇଛି । In view of the light rain and flood situation of Baitarani-Brahmani rivers, all schools in Jajpur district will remain closed tomorrow (Tuesday, August 18). Keeping the safety of the students in mind, all government, private and higher secondary schools have been declared holiday on the instructions of the District Collector. A formal order has been issued by the District Education Officer (DEO) in this regard. #JajpurSchoolClosed #OdishaFloodUpdate #JajpurNews #BaitaraniFlood #BrahmaniRiver #SchoolHoliday #OdishaRainNews #StudentSafety #JajpurCollector #BreakingNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.