ARTICLE AD BOX
Jalaka River Near Danger Mark: Massive Flood Threat | Argus News ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଜଳକା ନଦୀର ଜଳସ୍ତର । ନଦୀର ମଥାନୀଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ଜଳସ୍ତର ରହିଛି ୬.୪୮ ମିଟର ରହିଛି । ଗତ ବନ୍ୟାରେ ତଳି ଅଞ୍ଚଳରୁ ପାଣି ନିଷ୍କାସନ ହୋଇ ନଥିବା ବେଳେ ପୁଣି ଥରେ ବନ୍ୟା ଲୋକଙ୍କୁ ଚିନ୍ତାରେ ପକାଇଛି । ଗତକାଲି ତୁଳନାରେ ଜଳସ୍ତର ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ଗତରାତିରେ ବସ୍ତା ସମେତ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ପୁଣି ଜଳସ୍ତର ବଢ଼ିବା ଆଶଙ୍କା କରାଯାଉଛି । ଏବେବି ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇ ରହିଛି । ଚଳିତ ବର୍ଷ ଆଉ ଚାଷ ସମ୍ଭବ ନୁହେଁ, ତେଣୁ ବର୍ଷଯାକ କିପରି ପରିବାର ଚଳାଇବେ ସେହି ଚିନ୍ତାରେ ବସ୍ତା ଅଞ୍ଚଳର ଚାଷୀ । The water level of the Jalaka River in Balasore is rising rapidly due to heavy rainfall in its upper catchment areas. At Mathani, the water level has touched 6.48 meters, dangerously close to the danger mark of 6.50 meters. Heavy rainfall in Mayurbhanj and the Basta region last night has triggered fresh fears of a major flood. With hundreds of hectares of farmland already submerged, farmers in the region are staring at a complete loss of their crops this year. Watch this detailed report from Argus News on the worsening flood situation and its impact on the farming community. #JalakaRiver #BalasoreFlood #OdishaWeather #FloodAlert #BastaNews #FarmersDistress #MayurbhanjRain #RainUpdate #NaturalDisaster #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
3


