Light rain for five days: ୫ ଦିନ ଯାଏଁ ହାଲୁକା ବର୍ଷା

4 weeks ago 11
ARTICLE AD BOX

ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ସେପ୍ଟେମ୍ବର ୩ ଓ ୪ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର....

 ୫ ଦିନ ଯାଏଁ ହାଲୁକା ବର୍ଷା

ଭୁବନେଶ୍ବର: ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ସେପ୍ଟେମ୍ବର ୩ ଓ ୪ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.