ARTICLE AD BOX
Madhya Pradesh Hooch Tragedy: 11 De*d, Over 25 Hospitalized In Sagar District | Argus News ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇବା ଯୋଗୁଁ ୧୧ ଜଣଙ୍କର କରୁଣ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଲୋକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସାଗର ଜିଲ୍ଲା ବନ୍ଦା ଅଞ୍ଚଳର ପ୍ରାୟ ୪ଟି ଗାଁରେ ଏବେ କାନ୍ଦବୋବାଳି ଏବଂ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଉଦ୍ବେଗ ପ୍ରକାଶ କରିବା ସହ ତୁରନ୍ତ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି | In a devastating incident, at least 11 people have lost their lives after consuming suspected poisonous liquor in Madhya Pradesh's Sagar district. Over 25 others are currently undergoing treatment at various hospitals, with many reportedly losing their eyesight. The tragedy has struck four villages under Banda tehsil, leaving the families in deep mourning. Chief Minister Mohan Yadav has expressed grief and ordered a high-level inquiry #MadhyaPradeshNews #SagarDistricNews #HoochTragedy #LiquorBan #PoisonousLiquor #MohanYadav #HighLevelInquiry #JusticeForVictims #MadhyaPradeshPolice #BreakingNewsIndia #ArgusNews #OdiaNews #OdishaNews ---- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


