ARTICLE AD BOX
Major Mishap Averted At Puri Station As Talcher-Puri MEMU Train Derails Near Platform | Argus News ପୁରୀ ଷ୍ଟେସନରେ ଟଳିଗଲା ବଡ଼ ଅଘଟଣ । ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ୍ ପୁରୀ ଷ୍ଟେସନରୁ ମାତ୍ର ୫ ଶହ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି । ଏହି ଘଟଣା ୩ ନମ୍ବର ପ୍ଲାଟଫର୍ମ ନିକଟରେ ଘଟିଛି । ସୌଭାଗ୍ୟବଶତଃ ଟ୍ରେନ୍ ଧୀର ଗତିରେ ଥିବାରୁ ବଡ଼ ଧରଣର କ୍ଷୟକ୍ଷତି ଘଟିନାହିଁ । କାହାର ମଧ୍ୟ କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଅଳ୍ପକେ ବର୍ତିଯାଇଛନ୍ତି ଶହ ଶହ ଯାତ୍ରୀ । A major incident has occurred at Puri station. The MEMU passenger train coming from Talcher to Puri has derailed just 500 meters away from Puri station. The incident took place near platform number 3. Fortunately, since the train was moving slowly, there was no major damage. It is reported that no one was injured. Hundreds of passengers have been stranded for a short time. #PuriTrainAccident #TrainDerailment #PuriStation #OdishaNews #TalcherPuriMEMU #RailwaySafety #EastCoastRailway #BreakingNews #OdishaUpdates #TrainMishap #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


