ARTICLE AD BOX
Massive Crowds In Puri As Taladhwaja Chariot Rolls First Amidst Haribol Chants | Argus News ସମସ୍ତ ପାରମ୍ପରିକ ନୀତିକାନ୍ତି ସମ୍ପନ୍ନ ପରେ ପୁରୀ ବଡ଼ଦାଣ୍ଡରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥ ଟଣା; ପ୍ରଥମେ ଗଡ଼ିଛି ବଡ଼ ଠାକୁର ବଳଭଦ୍ରଙ୍କ 'ତାଳଧ୍ୱଜ' ରଥ। ତିନି ଠାକୁରଙ୍କୁ ଦେଖିବା ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଘଣ୍ଟ, ମୃଦଙ୍ଗ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ସାରା ବଡ଼ଦାଣ୍ଡ। The world-famous Puri Rath Yatra begins as Lord Balabhadra's 'Taladhwaja' chariot starts rolling on Bada Danda. Amidst the sounds of ghantas, cymbals, and vibrant 'Haribol' chants, lakhs of devotees gathered to pull the chariot, marking the official start of the divine journey. #Taladhwaja #PuriRathYatra #LordBalabhadra #BadaDanda #JagannathCulture #RathYatra2026 #PuriLive #Devotion #OdishaTradition #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

11 hours ago
1


