ARTICLE AD BOX
Massive Har Ghar Tiranga Yatra In Jajpur: Minister Pradip Bal Samanta & MLAs Join The Rally In a grand display of patriotism, a district-level 'Har Ghar Tiranga' rally was organized in Jajpur city with the joint efforts of the District Administration and the Bharatiya Janata Party. The event was inaugurated by Cooperation Minister Pradip Bal Samanta in the presence of Korai MLA Akash Das Nayak, Dharmasala MLA Himanshu Sekhar Nayak, and Collector Ambar Kumar Nayak. Led by BJP leader Goutam Ray, the massive procession saw participation from retired army personnel, intellectuals, and thousands of local citizens. ଦେଶମାତୃକା ପ୍ରତି ସେବା ଓ କର୍ତ୍ତବ୍ୟବୋଧର ଜାଗରଣ। ଯାଜପୁର ଜିଲ୍ଲା ପ୍ରଶାସନ ଓ ବିଜେପି ପକ୍ଷରୁ ସହରରେ ଅନୁଷ୍ଠିତ ହୋଇଯାଇଛି ଜିଲ୍ଲାସ୍ତରୀୟ 'ହର ଘର ତ୍ରିରଙ୍ଗା' ଶୋଭାଯାତ୍ରା। ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବିଧାୟକ ଆକାଶ ଦାସ ନାୟକ, ହିମାଂଶୁ ଶେଖର ନାୟକ ଓ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହି ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ବହୁ ସଂଖ୍ୟାରେ ଅବସରପ୍ରାପ୍ତ ସେନାନୀ ଓ ଜନସାଧାରଣ ଏଥିରେ ସାମିଲ ହୋଇ ଦେଶପ୍ରେମର ବାର୍ତ୍ତା ବାଣ୍ଟିଛନ୍ତି। #HarGharTiranga #JajpurNews #PatrioticRally #OdishaPolitics #TirangaYatra #AzadiKaAmritMahotsav #JajpurCops #BJP #OdishaAlert #PradipBalSamanta #AkashDasNayak #IndiaIndependence #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


