ARTICLE AD BOX
Mega Coastal Cleanup Drive At Puri Beach Led By Dy CM Pravati Parida | Argus News ଆନ୍ତର୍ଜାତୀୟ ଉପକୂଳ ସ୍ୱଚ୍ଛତା ଦିବସ ଅବସରରେ ପୁରୀ ଦିଗବାରେଣୀଠାରୁ ବ୍ଲୁ ଫ୍ଲାଗ୍ ବିଚ୍ ପର୍ଯ୍ୟନ୍ତ ଏକ ବୃହତ୍ ସଫେଇ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଜିଲ୍ଲାପାଳ, ଛାତ୍ରଛାତ୍ରୀ ଏବଂ ସହରବାସୀ ସାମିଲ ହୋଇ ବେଳାଭୂମି ସଫା କରିବା ସହ ସଫେଇ କର୍ମଚାରୀଙ୍କୁ ସମ୍ମାନିତ କରିଛନ୍ତି । ରାଜ୍ୟର ସମସ୍ତ ବେଳାଭୂମି ଓ ଜଳାଶୟକୁ ପ୍ଲାଷ୍ଟିକ୍-ମୁକ୍ତ ତଥା ନିର୍ମଳ ରଖିବା ପାଇଁ ଏହି ଅବସରରେ ସମସ୍ତେ ସାମୂହିକ ଶପଥ ଗ୍ରହଣ କରିଛନ୍ତି । #Puri #PuriBeach #InternationalCoastalCleanupDay #BeachCleanup #PravatiParida #KrushnaChandraPatra #PuriNews #CleanIndia #SwachhBharat #OdishaGovernment #EcoFriendly #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
6


