ARTICLE AD BOX
MLA Prakash Sethi Slams Ravenshaw University Staff Over Alleged Misbehavior | Argus News ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ଓ ଶିକ୍ଷକ ସଂଘର ଆନ୍ଦୋଳନକୁ ନେଇ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଦେଇଛନ୍ତି ପ୍ରତିକ୍ରିୟା। ସିନେଟ ସଦସ୍ୟ ଭାବେ ପିଲାଙ୍କ ସମସ୍ୟା ବୁଝିବାକୁ ଯାଇଥିବା ବେଳେ ତାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ସେ ବାଚସ୍ପତିଙ୍କୁ ଚିଠି ଲେଖିବା ସହ ଅଧ୍ୟାପକମାନେ ରାଜନୀତି ନକରି ପିଲାଙ୍କ ପାଠ ପଢ଼ା ଉପରେ ଧ୍ୟାନ ଦେବା ଉଚିତ୍ ବୋଲି କହିଛନ୍ତି। Cuttack Sadar MLA Prakash Chandra Sethi has expressed strong displeasure over the ongoing teacher association protest at Ravenshaw University. As a Senate member, he visited the campus to address the issues of East Hostel residents on hunger strike but alleged misbehavior by Chief Warden Dr. Sudarshan Mishra. The MLA has formally complained to the Assembly Speaker, demanding action. He also urged professors to focus on education rather than engaging in campus politics. Stay tuned for more updates on this developing story. #RavenshawUniversity #PrakashSethi #CuttackNews #OdishaPolitics #StudentProtest #EducationFirst #ArgusSpecial #UniversityUpdates #CuttackSadar #BreakingUpdates #JusticeForStudents #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
6


